Biblia Todo Logo
Bib sou entènèt

- Piblisite -




ଗୀତସଂହିତା 68:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସୈନ୍ୟଶ୍ରେଣୀର ରାଜଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରଇ।

Gade chapit la Kopi

ଓଡିଆ ବାଇବେଲ

12 ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।

Gade chapit la Kopi

ପବିତ୍ର ବାଇବଲ

12 “ବଳଶାଳୀ ରାଜାମାନଙ୍କର ସୈନ୍ୟମାନେ ଏଣେତେଣେ ଦୌଡ଼ି ପଳାଇଲେ। ଗୃହରେ ଥିବା ସ୍ତ୍ରୀ ଲୋକମାନେ ସୈନ୍ୟମାନଙ୍କର ଅତ୍ୟାଗ୍ଭର ସହିଲେ।

Gade chapit la Kopi




ଗୀତସଂହିତା 68:12
12 Referans Kwoze  

ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।


ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।


ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”


ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,


‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’


ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।


ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।


ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”


Swiv nou:

Piblisite


Piblisite