Biblia Todo Logo
Bib sou entènèt

- Piblisite -




ଗୀତସଂହିତା 68:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେପରି ଧୂମ ଚାଳିତ ହୁଏ, ସେପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେପରି ପରମେଶ୍ଵରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

2 ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

2 ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ, ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ। ଯେପରି ନିଆଁରେ ମହମ ତରଳି ଯାଏ, ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।

Gade chapit la Kopi




ଗୀତସଂହିତା 68:2
17 Referans Kwoze  

ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।


ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।


ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।


ଯେହେତୁ ଦୁଷ୍ଟତା ଅଗ୍ନି ପରି ଜ୍ୱଳେ; ତାହା କାନକୋଳି ଓ କଣ୍ଟକ ବୃକ୍ଷ ଗ୍ରାସ କରେ; ଆହୁରି, ତାହା ବନର ନିବିଡ଼ ସ୍ଥାନରେ ଜ୍ୱଳି ଘନ ମେଘ ତୁଲ୍ୟ ଧୂମ ହୋଇ ଉପରକୁ ଉଠେ।


ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।


ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।


ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!


ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?


ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ପୁଣି, ସିନ୍ଦୁକ ଅଗ୍ରସର ହେବା ସମୟରେ ମୋଶା କହନ୍ତି, “ସଦାପ୍ରଭୋ, ଉଠ, ପୁଣି, ତୁମ୍ଭର ଶତ୍ରୁମାନେ ଛିନ୍ନଭିନ୍ନ ହେଉନ୍ତୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ସମ୍ମୁଖରୁ ପଳାୟନ କରନ୍ତୁ।”


ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।


ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।


କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।


ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ? ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ିଦେଲେ।


Swiv nou:

Piblisite


Piblisite