Biblia Todo Logo
Bib sou entènèt

- Piblisite -




ଗୀତସଂହିତା 68:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ଯାଃ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।

Gade chapit la Kopi

ଓଡିଆ ବାଇବେଲ

4 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱରଙ୍କ ନିମନ୍ତେ ସଙ୍ଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ୱରଙ୍କର ପ୍ରଶଂସା ହେଉ। ଯିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।

Gade chapit la Kopi




ଗୀତସଂହିତା 68:4
19 Referans Kwoze  

ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।


ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।”


ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।


ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।


ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।


ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା]


ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।


ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।


ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।


ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”


ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।


ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”


ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।


ମିସର ବିଷୟକ ଭବିଷ୍ୟତବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।


ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ।


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।


ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।


ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।


Swiv nou:

Piblisite


Piblisite