ଗୀତସଂହିତା 68:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ପରମେଶ୍ଵର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ବିଚାରକର୍ତ୍ତା ଅଟନ୍ତି। Gade chapit laଓଡିଆ ବାଇବେଲ5 ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି। Gade chapit laପବିତ୍ର ବାଇବଲ5 ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି। Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’