ଗୀତସଂହିତା 68:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ପୃଥିବୀ କମ୍ପିଲା, ପରମେଶ୍ଵରଙ୍କ ସାକ୍ଷାତରେ ଆକାଶମଣ୍ତଳ ହିଁ ବିନ୍ଦୁପାତ କଲା; ସେହି ସୀନୟ ପରମେଶ୍ଵରଙ୍କର, ଇସ୍ରାଏଲର ପରମେଶ୍ଵରଙ୍କ ସାକ୍ଷାତରେ କମ୍ପିଲା। Gade chapit laଓଡିଆ ବାଇବେଲ8 ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା। Gade chapit laପବିତ୍ର ବାଇବଲ8 ସୀନୟ ପରମେଶ୍ୱରଙ୍କର! ଇସ୍ରାଏଲର ପରମେଶ୍ୱର! ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା। Gade chapit la |