ଗୀତସଂହିତା 68:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ। Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ପରମେଶ୍ଵର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳା; ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ। Gade chapit laଓଡିଆ ବାଇବେଲ9 ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ। Gade chapit laପବିତ୍ର ବାଇବଲ9 ହେ ପରମେଶ୍ୱର! ତୁମ୍ଭେ ବର୍ଷାକୁ ପଠାଇଲ ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତେଜ କଲ। Gade chapit la |
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।