ଗୀତସଂହିତା 69:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ମୁଁ ରୋଦନ କଲେ ଓ ଉପବାସ ଦ୍ଵାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା। Gade chapit laଓଡିଆ ବାଇବେଲ10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋ’ ନିନ୍ଦାର ବିଷୟ ହେଲା। Gade chapit laପବିତ୍ର ବାଇବଲ10 ମୁଁ କାନ୍ଦେ ଏବଂ ଉପବାସ କରେ, ଏଥିପାଇଁ ଲୋକମାନେ ମୋର ଉପହାସ କରନ୍ତି। Gade chapit la |