ଗୀତସଂହିତା 69:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)12 ନଗର-ଦ୍ଵାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ଵରୂପ ହୋଇଅଛି। Gade chapit laଓଡିଆ ବାଇବେଲ12 ନଗର-ଦ୍ୱାରରେ ବସିବା ଲୋକମାନେ ମୋ’ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି। Gade chapit laପବିତ୍ର ବାଇବଲ12 ସେମାନେ, ସର୍ବସାଧାରଣ ସ୍ଥାନରେ ମୋର ଚର୍ଚ୍ଚା କରୁଛନ୍ତି ଏବଂ ମଦୁଆମାନେ ମୋ’ ବିଷୟରେ ତାଚ୍ଛଲ୍ୟଭରା ଗୀତ ଗାଉଛନ୍ତି। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।