Biblia Todo Logo
Bib sou entènèt

- Piblisite -




ଗୀତସଂହିତା 69:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।

Gade chapit la Kopi

ଓଡିଆ ବାଇବେଲ

4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋ’ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।

Gade chapit la Kopi

ପବିତ୍ର ବାଇବଲ

4 ମୋର ଶତ୍ରୁମାନେ, ମୋର ମୁଣ୍ଡବାଳଠାରୁ ଅଧିକ। ସେମାନେ ବୃଥାରେ ମୋ’ ସହିତ ଶତ୍ରୁତା କରନ୍ତି। ସେମାନେ ମୋର ବିନାଶର କାମନା ବହୁତ କରୁଛନ୍ତି। ମୋର ଅନେକ ଶତ୍ରୁଗଣ ମୋ’ ବିଷୟରେ ମିଛ କଥା କହନ୍ତି। ସେମାନେ ମିଛରେ ମୋତେ ଗ୍ଭେର କହିଲେ ଏବଂ ସେହି ବସ୍ତୁଗୁଡ଼ିକ ମୋତେ ଦେବାକୁ କହିଲେ, ଯାହା ମୁଁ ଗ୍ଭେରି କରି ନାହିଁ।

Gade chapit la Kopi




ଗୀତସଂହିତା 69:4
14 Referans Kwoze  

‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।


ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”


କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।


Swiv nou:

Piblisite


Piblisite