ଗୀତସଂହିତା 69:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ଵର, ତୁମ୍ଭର ଅନ୍ଵେଷଣ-କାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ। Gade chapit laଓଡିଆ ବାଇବେଲ6 ହେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ଅନୁସରଣକାରୀମାନେ ମୋ’ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋ’ ଦେଇ ଅପମାନିତ ନ ହେଉନ୍ତୁ। Gade chapit laପବିତ୍ର ବାଇବଲ6 ହେ ମୋର ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଯେଉଁମାନେ ତୁମ୍ଭ ନିକଟରେ ଆଶା ରଖନ୍ତି, ସେମାନଙ୍କୁ ମୋ’ ପାଇଁ ଲଜ୍ଜିତ ହେବାକୁ ଅନୁମତି ଦିଅ ନାହିଁ। ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଉପାସକମାନେ ମୋ’ ପାଇଁ ଅପମାନିତ ନ ହୁଅନ୍ତୁ। Gade chapit la |