Biblia Todo Logo
Bib sou entènèt

- Piblisite -




ଗୀତସଂହିତା 69:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।

Gade chapit la Kopi

ଓଡିଆ ବାଇବେଲ

7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ’ ମୁଖ ଆଚ୍ଛାଦନ କରିଅଛି।

Gade chapit la Kopi

ପବିତ୍ର ବାଇବଲ

7 ମୋର ମୁହଁ ଲଜ୍ଜାରେ ନଇଁ ପଡ଼ୁଛି। ମୁଁ ଏହି ଲଜ୍ଜା ପାଇଁ ତୁମ୍ଭ ନିକଟରେ ସହ୍ୟ କରିଛି।

Gade chapit la Kopi




ଗୀତସଂହିତା 69:7
13 Referans Kwoze  

ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।


ମୁଁ ପ୍ରହାରକ ପ୍ରତି ଆପଣା ପିଠି, ଦାଢ଼ି ଉପାଡ଼ିବା ଲୋକମାନଙ୍କ ପ୍ରତି ଆପଣା ଗାଲ ପାତି ଦେଲି; ମୁଁ ଅପମାନ ଓ ଛେପ ପକାଇବାରୁ ମୋହର ମୁଖ ଲୁଚାଇ ନାହିଁ।


ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।


ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ।


ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,


Swiv nou:

Piblisite


Piblisite