ଗୀତସଂହିତା 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ପରମେଶ୍ଵରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। Gade chapit laଓଡିଆ ବାଇବେଲ10 ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। Gade chapit laପବିତ୍ର ବାଇବଲ10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି, ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।