Biblia Todo Logo
Bib sou entènèt

- Piblisite -




ଗୀତସଂହିତା 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପରମେଶ୍ଵର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ଵର।

Gade chapit la Kopi

ଓଡିଆ ବାଇବେଲ

11 ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା। ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।

Gade chapit la Kopi




ଗୀତସଂହିତା 7:11
6 Referans Kwoze  

ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍‍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକ ସମସ୍ତେ ତହିଁର ଅନୁଗାମୀ ହେବେ।


ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।


ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା]


Swiv nou:

Piblisite


Piblisite