ଗୀତସଂହିତା 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)17 ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି। Gade chapit laଓଡିଆ ବାଇବେଲ17 ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି। Gade chapit laପବିତ୍ର ବାଇବଲ17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ। ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।