ଗୀତସଂହିତା 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ଵର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। Gade chapit laଓଡିଆ ବାଇବେଲ9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। Gade chapit laପବିତ୍ର ବାଇବଲ9 ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର। ହେ ପରମେଶ୍ୱର, ତୁମ୍ଭେ ଅତ୍ୟନ୍ତ ମହାନ ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।