ଗୀତସଂହିତା 70:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ମୋତେ ଉଦ୍ଧାର କରିବା ପାଇଁ ସତ୍ଵର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ଵର ହୁଅ। Gade chapit laଓଡିଆ ବାଇବେଲ1 ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। Gade chapit laପବିତ୍ର ବାଇବଲ1 ହେ ପରମେଶ୍ୱର, ମୋତେ ରକ୍ଷା କର! ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର! Gade chapit la |