Biblia Todo Logo
Bib sou entènèt

- Piblisite -




ଗୀତସଂହିତା 70:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋହର ପ୍ରାଣ ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

2 ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

2 ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି। ସେମାନଙ୍କୁ ନିରାଶ ଓ ଅପମାନିତ କର! ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି। ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।

Gade chapit la Kopi




ଗୀତସଂହିତା 70:2
13 Referans Kwoze  

ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।


ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।


ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ।


ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେମାନେ ସମସ୍ତେ ଲଜ୍ଜିତ ଓ ବିବ୍ରତ ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ।


ମୋʼ ବିପକ୍ଷମାନେ ଅପମାନରେ ବସ୍ତ୍ରାନ୍ୱିତ ହେବେ, ପୁଣି, ସେମାନେ ଉତ୍ତରୀୟ ବସ୍ତ୍ର ତୁଲ୍ୟ ନିଜ ଲଜ୍ଜାରେ ଆଚ୍ଛନ୍ନ ହେଉନ୍ତୁ।


ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।


ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।


ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ।


ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନ ଦେଶର ବଳବାନ ବୃଷଗଣ ମୋତେ ଘେରିଅଛନ୍ତି।


ଖଡ୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।


ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ।


ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋʼ ପକ୍ଷରେ ସତ୍ୱର ହୁଅ; ମୁଁ ଡାକିବା ବେଳେ ମୋʼ ରବରେ କର୍ଣ୍ଣ ଦିଅ।


Swiv nou:

Piblisite


Piblisite