ଗୀତସଂହିତା 70:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ, Gade chapit laପବିତ୍ର ବାଇବଲ (Re-edited) - (BSI)4 ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ପରମେଶ୍ଵର ମହିମାନ୍ଵିତ ହେଉନ୍ତୁ ବୋଲି ନିରନ୍ତର କହୁନ୍ତୁ, Gade chapit laଓଡିଆ ବାଇବେଲ4 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ, Gade chapit laପବିତ୍ର ବାଇବଲ4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି, ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି। ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି, ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।” Gade chapit la |