ଗୀତସଂହିତା 71:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ। Gade chapit laଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ। Gade chapit laପବିତ୍ର ବାଇବଲ1 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି। ମୋତେ ନିରାଶ ହେବାକୁ ଦିଅ ନାହିଁ। Gade chapit la |