Biblia Todo Logo
Bib sou entènèt

- Piblisite -




ଗୀତସଂହିତା 71:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ଵର, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ।

Gade chapit la Kopi

ଓଡିଆ ବାଇବେଲ

12 ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।

Gade chapit la Kopi

ପବିତ୍ର ବାଇବଲ

12 ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ, ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।

Gade chapit la Kopi




ଗୀତସଂହିତା 71:12
10 Referans Kwoze  

ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।


ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।


ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ।


ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?


ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।


ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।


ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।


Swiv nou:

Piblisite


Piblisite