ଗୀତସଂହିତା 71:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)17 ହେ ପରମେଶ୍ଵର, ତୁମ୍ଭେ ମୋତେ ବାଲ୍ୟକାଳ-ଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି। Gade chapit laଓଡିଆ ବାଇବେଲ17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି। Gade chapit laପବିତ୍ର ବାଇବଲ17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି। ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି। Gade chapit la |