Biblia Todo Logo
Bib sou entènèt

- Piblisite -




ଗୀତସଂହିତା 71:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ଵାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।

Gade chapit la Kopi

ଓଡିଆ ବାଇବେଲ

23 ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।

Gade chapit la Kopi

ପବିତ୍ର ବାଇବଲ

23 ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ। ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।

Gade chapit la Kopi




ଗୀତସଂହିତା 71:23
8 Referans Kwoze  

ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।


ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;


ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।


ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


Swiv nou:

Piblisite


Piblisite