ଗୀତସଂହିତା 72:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ତର୍ଶୀଶର ଓ ଦ୍ଵୀପସମୂହର ରାଜଗଣ ଦର୍ଶନୀ ଆଣିବେ; ଶିବାର ଓ ସିବାର ରାଜଗଣ ଭେଟୀ ଦାନ କରିବେ। Gade chapit laଓଡିଆ ବାଇବେଲ10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟୀ ଦାନ କରିବେ। Gade chapit laପବିତ୍ର ବାଇବଲ10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ। ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି ଆଣନ୍ତୁ। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”