ଗୀତସଂହିତା 72:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକି ଚୂର୍ଣ୍ଣ କରିବେ। Gade chapit laଓଡିଆ ବାଇବେଲ4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ। Gade chapit laପବିତ୍ର ବାଇବଲ4 ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ। ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ। ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ। Gade chapit la |