Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଦେଖ, ଏମାନେ ଦୁଷ୍ଟ ଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ଦେଖ, ଏମାନେ ଦୁଷ୍ଟଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ତାହା ହେଉଛି, ଯାହାକି ଦୁଷ୍ଟମାନେ ଗ୍ଭହାନ୍ତି। ସେମାନଙ୍କ ପାଖରେ ଚିନ୍ତା ନାହିଁ, ଏବଂ ସେମାନେ ଧନୀରୁ ଅଧିକ ଧନୀ ହେଉଛନ୍ତି।

Gade chapit la Kopi




ଗୀତସଂହିତା 73:12
11 Referans Kwoze  

“ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।”


“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;


ସେମାନେ ଆହୁରି ଆହୁରି ମୋଟା ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ।


ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;


ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ୱଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି।


ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।


Swiv nou:

Piblisite


Piblisite