ଗୀତସଂହିତା 73:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା। Gade chapit laଓଡିଆ ବାଇବେଲ2 ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା। Gade chapit laପବିତ୍ର ବାଇବଲ2 କିନ୍ତୁ ମୋ’ ଅନୁସାରେ, ମୋର ପାଦ ପ୍ରାୟ ଖସିଗଲା। ମୋର ବିଶ୍ୱାସ ପ୍ରାୟ ହରାଇଲି। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”