ଗୀତସଂହିତା 73:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା। Gade chapit laଓଡିଆ ବାଇବେଲ21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା। Gade chapit laପବିତ୍ର ବାଇବଲ21-22 ମୁଁ ନିର୍ବୋଧ ଥିଲି, ମୁଁ ଧନୀ ଓ ଦୁଷ୍ଟ ଲୋକମାନଙ୍କ ବିଷୟରେ ଚିନ୍ତା କରି ବ୍ୟାକୁଳିତ ହେଲି। ପରମେଶ୍ୱର ମୁଁ ତୁମ୍ଭ ଉପରେ ରାଗି ନିର୍ବୋଧ ପଶୁ ପରି ବ୍ୟବହାର କରିଅଛି। Gade chapit la |