Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ଵର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ଵରୂପ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

26 ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋ’ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

26 ମୋର ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।

Gade chapit la Kopi




ଗୀତସଂହିତା 73:26
21 Referans Kwoze  

ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ।


ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।


ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।


ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।


ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।


ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।”


ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।


ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି।


କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।


ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।


କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।


ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।


Swiv nou:

Piblisite


Piblisite