Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ସେହି ଗର୍ବୀ ଲୋକମାନେ ଅନ୍ୟ ଲୋକଙ୍କ ପରି କୌଣସି କଷ୍ଟରେ ପଡ଼ନ୍ତି ନାହିଁ। ସେମାନେ ଅନ୍ୟ ମନୁଷ୍ୟମାନଙ୍କ ପରି ଦୁଃଖ ପାଆନ୍ତି ନାହିଁ।

Gade chapit la Kopi




ଗୀତସଂହିତା 73:5
9 Referans Kwoze  

ଦେଖ, ଏମାନେ ଦୁଷ୍ଟ ଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।


ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ୱରଙ୍କର ଯଷ୍ଟି ନ ଥାଏ।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।


ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।


ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?


Swiv nou:

Piblisite


Piblisite