ଗୀତସଂହିତା 73:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ଵରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ। Gade chapit laଓଡିଆ ବାଇବେଲ6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ। Gade chapit laପବିତ୍ର ବାଇବଲ6 ସେମାନେ ଗର୍ବକୁ ରାଜାର ହାରପରି ପରିଧାନ କରନ୍ତି ଏବଂ ଆକର୍ଷଣୀୟ ବସ୍ତ୍ର ପିନ୍ଧି ବାହାରକୁ ସୁନ୍ଦର ଦେଖାଯା’ନ୍ତି। Gade chapit la |