ଗୀତସଂହିତା 73:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି। Gade chapit laଓଡିଆ ବାଇବେଲ8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି। Gade chapit laପବିତ୍ର ବାଇବଲ8 ସେମାନେ ଅନ୍ୟମାନଙ୍କୁ ଉପହାସ କରନ୍ତି ଓ ସେମାନଙ୍କ ବିରୁଦ୍ଧରେ କଥାଗୁଡ଼ିକ କହନ୍ତି। ସେମାନେ ଅହଂକାରୀ ଓ ଗର୍ବୀ ଅଟନ୍ତି। ସେମାନେ ଧମକ ଦିଅନ୍ତି ଯେ, ଅନ୍ୟମାନଙ୍କର ଉପକାରୀତାକୁ ଉତ୍ପୀଡ଼ନ କରିବେ। Gade chapit la |