Biblia Todo Logo
Bib sou entènèt

- Piblisite -




ଗୀତସଂହିତା 73:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ଵା ପୃଥିବୀରେ ଭ୍ରମଣ କରେ।

Gade chapit la Kopi

ଓଡିଆ ବାଇବେଲ

9 ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।

Gade chapit la Kopi

ପବିତ୍ର ବାଇବଲ

9 ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି। ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।

Gade chapit la Kopi




ଗୀତସଂହିତା 73:9
9 Referans Kwoze  

ସେଥିରେ ସେହି ପଶୁ ମୁଖ ଫିଟାଇ ଈଶ୍ବରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।


ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।


ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”


ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରିପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?”


ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ‘ଯଦିବା ମୁଁ ଈଶ୍ବରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ,


ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।


ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗ ବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।


Swiv nou:

Piblisite


Piblisite