Biblia Todo Logo
Bib sou entènèt

- Piblisite -




ଗୀତସଂହିତା 74:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।

Gade chapit la Kopi

ଓଡିଆ ବାଇବେଲ

11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ? ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।

Gade chapit la Kopi




ଗୀତସଂହିତା 74:11
5 Referans Kwoze  

ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।


ହେ ସଦାପ୍ରଭୁ, ଏହିସବୁ ହେଲେ ହେଁ ତୁମ୍ଭେ କି ଆପଣାକୁ କ୍ଷାନ୍ତ କରି ରଖିବ? ତୁମ୍ଭେ କି ତୁନି ହୋଇ ରହି ଆମ୍ଭମାନଙ୍କୁ ଅତ୍ୟନ୍ତ କ୍ଲେଶ ଦେବ?


ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।


ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”


Swiv nou:

Piblisite


Piblisite