ଗୀତସଂହିତା 74:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉଣ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ। Gade chapit laଓଡିଆ ବାଇବେଲ21 ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ। Gade chapit laପବିତ୍ର ବାଇବଲ21 କଷ୍ଟ ପାଉଥିବା ଲୋକମାନଙ୍କୁ ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ। ଗରିବ ଏବଂ ଅଭାବବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।