Biblia Todo Logo
Bib sou entènèt

- Piblisite -




ଗୀତସଂହିତା 74:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।

Gade chapit la Kopi

ଓଡିଆ ବାଇବେଲ

22 ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍‍କାର କରୁଅଛି, ସ୍ମରଣ କର।

Gade chapit la Kopi

ପବିତ୍ର ବାଇବଲ

22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର। ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!

Gade chapit la Kopi




ଗୀତସଂହିତା 74:22
9 Referans Kwoze  

ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।


ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।


“ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।


ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।


ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।


Swiv nou:

Piblisite


Piblisite