ଗୀତସଂହିତା 75:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି। Gade chapit laଓଡିଆ ବାଇବେଲ1 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି। Gade chapit laପବିତ୍ର ବାଇବଲ1 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି। Gade chapit la |