ଗୀତସଂହିତା 76:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। Gade chapit laଓଡିଆ ବାଇବେଲ11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। Gade chapit laପବିତ୍ର ବାଇବଲ11 ଲୋକମାନେ ପରମେଶ୍ୱରଙ୍କଠାରେ ମାନସିକ କରନ୍ତି, ଏବଂ ସେସବୁକୁ ପରମେଶ୍ୱରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ୱରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପଯୁକ୍ତ ଅଟନ୍ତି। Gade chapit la |