Biblia Todo Logo
Bib sou entènèt

- Piblisite -




ଗୀତସଂହିତା 76:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ଵିତ।

Gade chapit la Kopi

ଓଡିଆ ବାଇବେଲ

4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି ତେଜ୍ଜୋମୟ ଓ ମହିମାନ୍ୱିତ ଭାବେ ଫେରି ଆସ।

Gade chapit la Kopi




ଗୀତସଂହିତା 76:4
8 Referans Kwoze  

ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।


ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।


ସେମାନଙ୍କ ଖଡ୍ଗ ସେମାନଙ୍କ ନିଜ ହୃଦୟରେ ପ୍ରବେଶ କରିବ ଓ ସେମାନଙ୍କ ଧନୁ ଭଙ୍ଗାଯିବ।


ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା।


Swiv nou:

Piblisite


Piblisite