ଗୀତସଂହିତା 76:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। Gade chapit laଓଡିଆ ବାଇବେଲ5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। Gade chapit laପବିତ୍ର ବାଇବଲ5 ସେହି ସୈନିକମାନେ ଭାବୁଥିଲେ, ସେମାନେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି। କିନ୍ତୁ ସେମାନେ ବର୍ତ୍ତମାନ ଯୁଦ୍ଧ ଭୂମିରେ ମରିପଡ଼ିଛନ୍ତି। ସେମାନଙ୍କର ଶରୀର କ୍ଷତବିକ୍ଷତ ହୋଇଅଛି। ସେହି ଯୋଦ୍ଧା ସୈନିକମାନଙ୍କ ମଧ୍ୟରୁ କେହି ହସ୍ତ ଉଠାଇ ପାରି ନ ଥିଲେ। Gade chapit la |