Biblia Todo Logo
Bib sou entènèt

- Piblisite -




ଗୀତସଂହିତା 77:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ପରମେଶ୍ଵରଙ୍କ ନିକଟରେ ସ୍ଵରବରେ କାକୁକ୍ତି କରିବି; ପରମେଶ୍ଵରଙ୍କ ନିକଟରେ ହିଁ ସ୍ଵରବରେ କାକୁକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।

Gade chapit la Kopi

ଓଡିଆ ବାଇବେଲ

1 ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ।

Gade chapit la Kopi

ପବିତ୍ର ବାଇବଲ

1 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି। ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।

Gade chapit la Kopi




ଗୀତସଂହିତା 77:1
11 Referans Kwoze  

ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।


ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”


ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।


ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।


ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ।


ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


Swiv nou:

Piblisite


Piblisite