ଗୀତସଂହିତା 77:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)10 ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି। Gade chapit laଓଡିଆ ବାଇବେଲ10 ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।” Gade chapit laପବିତ୍ର ବାଇବଲ10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି, ‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?” Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।