Biblia Todo Logo
Bib sou entènèt

- Piblisite -




ଗୀତସଂହିତା 77:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ହେ ପରମେଶ୍ଵର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।

Gade chapit la Kopi

ଓଡିଆ ବାଇବେଲ

16 ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।

Gade chapit la Kopi

ପବିତ୍ର ବାଇବଲ

16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।

Gade chapit la Kopi




ଗୀତସଂହିତା 77:16
7 Referans Kwoze  

ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।


ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ।


ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


Swiv nou:

Piblisite


Piblisite