ଗୀତସଂହିତା 77:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ଵେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। Gade chapit laଓଡିଆ ବାଇବେଲ2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା। Gade chapit laପବିତ୍ର ବାଇବଲ2 ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି। ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି। କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ। Gade chapit la |