Biblia Todo Logo
Bib sou entènèt

- Piblisite -




ଗୀତସଂହିତା 77:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯନିରେ ଅନୁସନ୍ଧାନ କଲା।

Gade chapit la Kopi

ଓଡିଆ ବାଇବେଲ

6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

Gade chapit la Kopi

ପବିତ୍ର ବାଇବଲ

6 ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି। ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ। ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।

Gade chapit la Kopi




ଗୀତସଂହିତା 77:6
14 Referans Kwoze  

ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।


ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]


କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ।


ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ।


ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”


ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ।


“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”


‘ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି


ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।


ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।


ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।


Swiv nou:

Piblisite


Piblisite