Biblia Todo Logo
Bib sou entènèt

- Piblisite -




ଗୀତସଂହିତା 77:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

7 ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

7 ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି? ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?

Gade chapit la Kopi




ଗୀତସଂହିତା 77:7
13 Referans Kwoze  

ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।


ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?


ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?


ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।


ସେ ପତିତ ହେଲେ ହେଁ ଭୂମିଶାୟୀ ହେବ ନାହିଁ; କାରଣ ସଦାପ୍ରଭୁ ସ୍ୱହସ୍ତରେ ତାହାକୁ ଧରି ରଖନ୍ତି।


ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?


ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?


ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।


ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।


Swiv nou:

Piblisite


Piblisite