ଗୀତସଂହିତା 78:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର। Gade chapit laଓଡିଆ ବାଇବେଲ1 ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର। Gade chapit laପବିତ୍ର ବାଇବଲ1 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ। ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି। Gade chapit la |