ଗୀତସଂହିତା 78:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ; Gade chapit laପବିତ୍ର ବାଇବଲ (Re-edited) - (BSI)10 ସେମାନେ ପରମେଶ୍ଵରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚଳିବା ପାଇଁ ଅସ୍ଵୀକାର କଲେ; Gade chapit laଓଡିଆ ବାଇବେଲ10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ; Gade chapit laପବିତ୍ର ବାଇବଲ10 ସେମାନେ ପରମେଶ୍ୱରଙ୍କ ସହିତ କରିଥିବା ଚୁକ୍ତି ପାଳନ କଲେ ନାହିଁ। ସେମାନେ ତାଙ୍କର ବ୍ୟବସ୍ଥା ମାନିବାକୁ ଅସ୍ୱୀକାର କଲେ। Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।