Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ଵରଙ୍କର ପରୀକ୍ଷା କଲେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।

Gade chapit la Kopi

ପବିତ୍ର ବାଇବଲ

18 ଏହା ପରେ ସେହି ଲୋକମାନେ ପରମେଶ୍ୱରଙ୍କୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ସେମାନେ ପରମେଶ୍ୱରଙ୍କୁ ଖାଦ୍ୟ ମାଗିଲେ, ଯାହା ସେମାନେ ଇଚ୍ଛା କରିଥିଲେ।

Gade chapit la Kopi




ଗୀତସଂହିତା 78:18
10 Referans Kwoze  

ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।


ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।


ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।


ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।


ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର?”


ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”


Swiv nou:

Piblisite


Piblisite