Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ହଁ, ସେମାନେ ପରମେଶ୍ଵରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, ପରମେଶ୍ଵର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?

Gade chapit la Kopi

ଓଡିଆ ବାଇବେଲ

19 ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ ?

Gade chapit la Kopi

ପବିତ୍ର ବାଇବଲ

19 ସେମାନେ ପରମେଶ୍ୱରଙ୍କୁ ଅଭିଯୋଗ କଲେ ଏବଂ କହିଲେ, “କ’ଣ ପରମେଶ୍ୱର ମରୁଭୂମିରେ ଆମ୍ଭମାନଙ୍କୁ ଖାଦ୍ୟ ଦେଇ ପାରିବେ?

Gade chapit la Kopi




ଗୀତସଂହିତା 78:19
12 Referans Kwoze  

ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ?


ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।


ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ।


ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି? କାରଣ ସେମାନେ ମୋʼ ନିକଟରେ କାନ୍ଦି କହୁଅଛନ୍ତି, ‘ଆମ୍ଭମାନଙ୍କୁ ମାଂସ ଦିଅ,’ ଆମ୍ଭେମାନେ ଖାଇବା।


ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”


ସେଥିରେ ସେହି ପଶୁ ମୁଖ ଫିଟାଇ ଈଶ୍ବରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।


କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?


ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।


ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”


Swiv nou:

Piblisite


Piblisite