ଗୀତସଂହିତା 78:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା; Gade chapit laପବିତ୍ର ବାଇବଲ (Re-edited) - (BSI)21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ଵିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ଵଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା; Gade chapit laଓଡିଆ ବାଇବେଲ21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା; Gade chapit laପବିତ୍ର ବାଇବଲ21 ସେହି ଲୋକଙ୍କର କଥା ସଦାପ୍ରଭୁ ଶୁଣିଲେ, ପରମେଶ୍ୱର ଯାକୁବ ଉପରେ ବହୁତ କ୍ରୋଧ ହେଲେ ଓ ପରମେଶ୍ୱର ଇସ୍ରାଏଲ ବିରୁଦ୍ଧରେ ବହୁତ କ୍ରୋଧାନ୍ୱିତ ହେଲେ। Gade chapit la |